Esther 3:5 — Compare Translations
5 translations compared side by side
Odia - 1840
"ଯେତବେେଳେ ହାମନ ଦେଖିଲା ମର୍ଦ୍ଦଖଯ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲାନାହିଁ। ସେତବେେଳେ ସେ ଅତି କୋର୍ଧାନ୍ନିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ହାମନ୍ ଦେଖିଲା ଯେ, ମର୍ଦ୍ଦଖୟ ନତ ହେଲା ନାହିଁ କିଅବା ତାହାକୁ ପ୍ରଣାମ କଲା ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ହାମନ୍ ଦେଖିଲା ମର୍ଦ୍ଦଖୟ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲା ନାହିଁ। ସେତେବେଳେ ସେ ଅତି କ୍ରୋଧାନ୍ନିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ହାମନ୍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।