Esther 3:6 — Compare Translations

5 translations compared side by side

Odia - 1840
"ମାତ୍ର ସେ କବଳେ ମର୍ଦ୍ଦଖଯ ଉପରେ ହସ୍ତକ୍ଷପେ କରିବାକୁ ଲଘୁ ମଣିଲା। କାରଣ ସମାନେେ ତାହାକୁ ମର୍ଦ୍ଦଖଯର ବଂଶୀଯ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ ଅକ୍ଷଶ୍ବରେଶର ସମୁଦାଯ ରାଜ୍ଯ ରେ ସମସ୍ତ ୟିହୁଦୀଯଙ୍କୁ ଅର୍ଥାତ୍ ମର୍ଦ୍ଦଖଯର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲା; କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ଵେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ମଣିଲା। କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ ଅର୍ଥାତ୍ ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,
Odia IRV 2017 (ଓଡିଆ ବାଇବେଲ)