Esther 3:7 — Compare Translations

5 translations compared side by side

Odia - 1840
"ରାଜା ଅକ୍ଷଶ୍ବରେଶ ଦ୍ବାଦଶ ବର୍ଷର ପ୍ରଥମ ମାସଟି, ଯାହାକି ନୀଷନ ବୋଲି ପରିଚିତ, ସମାନେେ ଆଖିବୁଜି ଦ୍ବାଦଶ ମାସକୁ ମନୋନୀତ କଲେ, ଏହା ଅଦର ୟିହୁଦୀମାନଙ୍କୁ ଧ୍ବଂସ କରିବା ବୋଲି ଜଣାୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ବିଷୟରେ ଅକ୍ଷଶ୍ଵେରଶ ରାଜାର ଅଧିକାରର ଦ୍ଵାଦଶ ବର୍ଷର ନୀଷନ୍ ନାମକ ପ୍ରଥମ ମାସରେ ହାମନ୍ର ସାକ୍ଷାତରେ ଅଦର ନାମକ ଦ୍ଵାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍, ଗୁଲିବାଣ୍ଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତିଦିନ ଓ ପ୍ରତି ମାସ “ପୂର,” ଅର୍ଥାତ୍‍, ଗୁଲିବାଣ୍ଟ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ବିଷୟରେ ଅକ୍ଷଶ୍ୱେରଶ ରାଜାଙ୍କ ରାଜତ୍ଵର ଦ୍ୱାଦଶ ବର୍ଷର ନୀସନ୍‍ ନାମକ ପ୍ରଥମ ମାସରେ ହାମନ୍‍ର ସାକ୍ଷାତରେ ଅଦର ନାମକ ଦ୍ୱାଦଶ ମାସ ପର୍ଯ୍ୟନ୍ତ (କ୍ରମାଗତ) ସେମାନେ ପ୍ରତି ଦିନ ଓ ପ୍ରତି ମାସ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କଲେ।