Esther 3:8 — Compare Translations
5 translations compared side by side
Odia - 1840
"ଏହାପରେ ହାମନ୍ ଅକ୍ଷଶ୍ବରେଶ ରାଜାକୁ କହିଲା, ଆପଣଙ୍କ ରାଜ୍ଯର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧିଅରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀଯ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ଯବସ୍ଥାଠାରୁ ସମାନଙ୍କେ ବ୍ଯବସ୍ଥା ଭିନ୍ନ ସମାନେେ ମଧ୍ଯ ମହାରାଜାଙ୍କ ବ୍ଯବସ୍ଥା ମାନନ୍ତି ନାହିଁ। ଏଣୁ ସମାନଙ୍କେ ବ୍ଯବହାର ସହ୍ଯ କରିବା ମହାରାଜାଙ୍କର ଉଚିତ୍ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହାମନ୍ ଅକ୍ଷଶ୍ଵେରଶ ରାଜାକୁ କହିଲା, ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ୍କୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜଙ୍କର ଉଚିତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାମନ୍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)