Esther 3:9 — Compare Translations
5 translations compared side by side
Odia - 1840
"ମହାରାଜ ସନ୍ତୁଷ୍ଟ ହେଲେ ସମାନଙ୍କେୁ ବିନାଶ କରିବା ପାଇଁ ପତ୍ର ଲୋଖାଯାଉ। ତହିଁରେ ମୁଁ ରାଜକାର୍ୟ୍ଯ ରେ ନିୟୁକ୍ତ ଲୋକଙ୍କ ହସ୍ତ ରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶ ହଜାର ତାଳ; ରୂପା ଦେବି ।
Odia Bible ERV 2004 (ପବିତ୍ର ବାଇବଲ)
“ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ। ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”
Odia IRV 2017 (ଓଡିଆ ବାଇବେଲ)
ମହାରାଜା ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ଡାରକୁ ଆଣିବା ପାଇଁ ଦଶ ହଜାର ତାଳନ୍ତ ରୂପା ଦେବି।”