Esther 4:1 — Compare Translations

5 translations compared side by side

Odia - 1840
"ମର୍ଦ୍ଦଖଯ ଏସବୁ ବିଷଯ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତ ରେ ଭସ୍ମ ଲପନେ କଲା। ସେ ନଗର ମଧ୍ଯକୁ ଗଲା ଓ ଉଚ୍ଚ ସ୍ବର ରେ ରୋଦନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲା ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ଵରରେ ରୋଦନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମର୍ଦ୍ଦଖୟ ଏଷ୍ଟରଙ୍କୁ ସାହାଯ୍ୟ କରିବାକୁ ଗୁହାରି କଲେ ମର୍ଦ୍ଦଖୟ ଏସବୁ ବିଷୟ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତରେ ଭସ୍ମ ଲେପନ କଲା। ସେ ନଗର ମଧ୍ୟକୁ ଗଲା ଓ ଉଚ୍ଚ ସ୍ୱରରେ ରୋଦନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ମର୍ଦ୍ଦଖୟ ଏହିସବୁ ବିଷୟ ଗୋଚର ହୁଅନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଅଖା ପିନ୍ଧି ଓ ଭସ୍ମ ଲେପନ କରି ନଗର ମଧ୍ୟକୁ ଯାଇ ଉଚ୍ଚ ଓ ବିଳାପ ସ୍ୱରରେ ରୋଦନ କଲେ।