Esther 4:14 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ଏହି ସମୟରେ ନୀରବ ହାଇେ ରୁହ, ତବେେ ଅନ୍ୟ ଏକ ସ୍ଥାନରୁ ୟିହୁଦୀଯମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହବେ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀଯ ସ୍ଥାନ ପାଇପାର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏହି ସମୟରେ ନୀରବ ହୋଇ ରୁହ, ତେବେ ଅନ୍ୟ ଏକ ସ୍ଥାନରୁ ଯିହୁଦୀୟମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହେବ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀୟ ସ୍ଥାନ ପାଇପାର?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭେ ଏହି ସମୟରେ ସର୍ବତୋଭାବେ ନୀରବ ହୋଇ ରୁହ, ତେବେ ଅନ୍ୟ କୌଣସି ସ୍ଥାନରୁ ଯିହୁଦୀୟମାନଙ୍କର ଉପକାର ଓ ଉଦ୍ଧାର ଉତ୍ପନ୍ନ ହେବ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ବିନଷ୍ଟ ହେବ; କିଏ ଜାଣେ, ତୁମ୍ଭେ ଏପରି ସମୟ ନିମନ୍ତେ ରାଜ୍ୟ ପାଇଅଛ?”
Odia IRV 2017 (ଓଡିଆ ବାଇବେଲ)