Esther 4:15 — Compare Translations
5 translations compared side by side
Odia - 1840
"ଏହାପରେ ଏଷ୍ଟର ମର୍ଦ୍ଦଖଯ ନିକଟକୁ ଉତ୍ତର ପଠାଇଲା, ତୁମ୍ଭେ ୟାଇ ଶ୍ବଶନ ରେ ଉପସ୍ଥିତ ସମସ୍ତ ୟିହୁଦୀମାନଙ୍କୁ ଏକତ୍ର କରି ମାେ ଲାଗି ଉପବାସ କର। ପୁଣି ତିନି ଦିନ ୟାଏ, ଦିନ ରେ କି ରାତ୍ରି ରେ କିଛି ଖାଅ ନାହିଁ ଓ କିଛି ପାନ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଏଷ୍ଟର ମର୍ଦ୍ଦଖୟକୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏଷ୍ଟର ମର୍ଦ୍ଦଖୟ ନିକଟକୁ ଉତ୍ତର ପଠାଇଲା, “ତୁମ୍ଭେ ଯାଇ ଶୂଶନରେ ଉପସ୍ଥିତ ସମସ୍ତ ଯିହୁଦୀମାନଙ୍କୁ ଏକତ୍ର କରି ମୋ’ ଲାଗି ଉପବାସ କର। ପୁଣି ତିନି ଦିନ ଯାଏ, ଦିନରେ କି ରାତ୍ରିରେ କିଛି ଖାଅ ନାହିଁ ଓ କିଛି ପାନ କର ନାହିଁ। ମୁଁ ଓ ମୋର ଦାସୀଗଣ ସେହିପରି ଉପବାସ କରିବୁ, ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି, ସେଥିରେ ମଲେ ପଛେ ମରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଏଷ୍ଟର ମର୍ଦ୍ଦଖୟଙ୍କୁ ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲେ,