Esther 4:2 — Compare Translations
5 translations compared side by side
Odia - 1840
"ସେ ରାଜଦ୍ବାର ସମ୍ମୁଖ ପର୍ୟ୍ଯନ୍ତ ଆସିଲା। ମାତ୍ର ଶାେକ ବସ୍ତ୍ର ପିନ୍ଧି କହେି ରାଜଦ୍ବାର ରେ ପ୍ରବେଶ କରିପାରିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରାଜଦ୍ଵାରର ସମ୍ମୁଖ ପର୍ଯ୍ୟନ୍ତ ମଧ୍ୟ ଆସିଲା, ମାତ୍ର ଅଖା ପିନ୍ଧି କେହି ରାଜଦ୍ଵାରରେ ପ୍ରବେଶ କରି ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ରାଜଦ୍ୱାର ସମ୍ମୁଖ ପର୍ଯ୍ୟନ୍ତ ଆସିଲା। ମାତ୍ର ଶୋକ ବସ୍ତ୍ର ପିନ୍ଧି କେହି ରାଜଦ୍ୱାରରେ ପ୍ରବେଶ କରି ପାରିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଜଦ୍ୱାରର ସମ୍ମୁଖ ପର୍ଯ୍ୟନ୍ତ ଗଲେ, କାରଣ ଅଖା ପିନ୍ଧି କାହାକୁ ରାଜଦ୍ୱାରରେ ପ୍ରବେଶ କରିବାର ଅନୁମତି ନ ଥିଲା।