Esther 4:3 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିଯମ ପତ୍ର ଗଲା, ସହେିସବୁ ସ୍ଥାନର ୟିହୁଦୀଯମାନଙ୍କ ମଧିଅରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନକେେ ଅଖା ଓ ଭସ୍ମ ରେ ଶଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ଗଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜାଜ୍ଞା ଓ ନିୟମପତ୍ର ପହଞ୍ଚିଲା, ସେହି ସକଳ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା, ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।