Esther 4:5 — Compare Translations

5 translations compared side by side

Odia - 1840
"ଏଥିପାଇଁ ରାଜାଙ୍କ ଦ୍ବାରା ଏଷ୍ଟରର ସବୋ ରେ ନିୟୁକ୍ତ ହଥକ୍ ନାମେ ରାଜ ନଫୁସକକୁ ଏଷ୍ଟର ଡାକି କ'ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖଯ ନିକଟକୁ ୟିବା ପାଇଁ ତାକୁ ଆଜ୍ଞା ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ଦ୍ଵାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କି ହେଲା ଓ କି ନିମନ୍ତେ ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ରାଜାଙ୍କ ଦ୍ୱାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମେ ରାଜ ନପୁଂସକକୁ ଏଷ୍ଟର ଡାକି କ’ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କʼଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ’ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।