Esther 4:8 — Compare Translations
5 translations compared side by side
Odia - 1840
"ଆହୁରି ମଧ୍ଯ ସମାନଙ୍କେ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ ରେ ଦଇେଥିଲା, ତହିଁର ଏକ କପି ଏଷ୍ଟରକୁ ଦଖାଇେ ଜ୍ଞାତ କରାଇବାକୁ ଦଲୋ। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁ ରେ ପ୍ରବେଶ କରି ତାହାଙ୍କ ନିକଟରେ ନିବଦନେ ଓ ଅନୁ ରୋଧ କରିବ ଏପରି ଆଦେଶ କରିବାକୁ କହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ, ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ, ଏପରି ଆଦେଶ କରିବାକୁ କହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନରେ ଦେଇଥିଲା, ତହିଁର ଏକ କପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାହାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ ଏପରି ଆଦେଶ କରିବାକୁ କହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ, “ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନ୍ରେ ଦତ୍ତ ହୋଇଥିଲା, ତହିଁର ଏକ ପ୍ରତିଲିପି ଏଷ୍ଟରଙ୍କୁ ଦେଖାଇ ଜ୍ଞାତ କରାଇବାକୁ ଦେଲେ; ଆଉ, ଏଷ୍ଟର ଯେପରି ଆପଣା ଲୋକଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବେ,” ଏପରି ଆଦେଶ କରିବାକୁ କହିଲେ।
Odia IRV 2017 (ଓଡିଆ ବାଇବେଲ)