Esther 5:1 — Compare Translations

5 translations compared side by side

Odia - 1840
"ତୃତୀୟ ଦିନ ଏଷ୍ଟର ରାଜକୀଯ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣ ରେ ରାଜଗୃହ ସମ୍ମୁଖ ରେ ଛିଡା ହେଲା। ସହେି ସମୟରେ ରାଜା ରାଜଗୃହ ରେ ଗୃହଦ୍ବାର ସମ୍ମୁଖ ରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲା; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ଵାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର ରାଜାଙ୍କୁ କହିଲେ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଠିଆ ହେଲେ; ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜସିଂହାସନ ଉପରେ ଉପବିଷ୍ଟ ଥିଲେ।