Esther 5:10 — Compare Translations

5 translations compared side by side

Odia - 1840
"ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହାମନ୍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍କୁ ଡକାଇ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ହାମନ୍ ନିଜର କ୍ରୋଧକୁ ନିୟନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତା’ପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶକୁ ଡକାଇ ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ହାମନ୍‍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍‍କୁ ଡକାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ହାମନ୍‍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍‍କୁ ଡକାଇ ଆଣିଲେ।