Esther 5:11 — Compare Translations
5 translations compared side by side
Odia - 1840
"ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହାମନ୍ ଆପଣା ଧନ ଓ ଐଶ୍ଵର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିରୂପେ ତାହାକୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।