Esther 5:12 — Compare Translations

5 translations compared side by side

Odia - 1840
"ହାମନ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମାେ ଛଡା ଆଉ କାହାକୁ ରାଜାଙ୍କ ସଙ୍ଗେ ୟିବାକୁ ଦଇେ ନାହାଁନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ବାରା ନିମନ୍ତ୍ରିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାମନ୍ ଆହୁରି କହିଲା, ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହାମନ୍ ଆହୁରି କହିଲା, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମୋ’ ଛଡ଼ା ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋʼ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ହାମନ୍‍ ଆହୁରି କହିଲେ, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜକୁ ମୋ’ ବିନୁ ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି; ପୁଣି, କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି।