Esther 5:13 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ପ୍ରେତ୍ୟକକଥର ୟିହୁଦୀ ମର୍ଦ୍ଦଖଯକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମାରେକିଛି ଭଲ କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ଵାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”