Esther 5:4 — Compare Translations

5 translations compared side by side

Odia - 1840
"ଏଷ୍ଟର କହିଲା, ଯବେେ ମହାରାଜାଙ୍କ ଦୃଷ୍ଟି ରେ ଭଲ ଦିଶେ, ତବେେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସହେି ଭୋଜିକୁ ଆଗମନ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷ୍ଟର ଉତ୍ତର କଲା, ଯେବେ ମହାରାଜଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜକୁ ଆଗମନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର କହିଲା, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜିକୁ ଆଗମନ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”