Esther 5:8 — Compare Translations

5 translations compared side by side

Odia - 1840
"ମୁଁ ଯବେେ ମାରେ ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟି ରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯବେେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସହେି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେବେ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍ ଆସନ୍ତୁ, ମୁଁ କାଲି ମହାରାଜଙ୍କ ଆଜ୍ଞାନୁସାରେ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”
Odia IRV 2017 (ଓଡିଆ ବାଇବେଲ)