Esther 5:9 — Compare Translations
5 translations compared side by side
Odia - 1840
"ସଦେିନ ହାମନ୍ ଆନନ୍ଦିତ ହାଇେ ଗ୍ଭଲିଗଲା। ମାତ୍ର ହାମନ, ରାଜଦ୍ବାର ରେ ନିଜ ସମ୍ମୁଖ ରେ ମର୍ଦ୍ଦଖଯଙ୍କୁ ଉଠି ଠିଆ ନ ହବୋର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖଯ ବିରୁଦ୍ଧ ରେ କୋରଧ ରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ଵାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟକୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ହାମନ୍ ମର୍ଦ୍ଦଖୟଙ୍କ ଉପରେ କ୍ରୋଧ କଲେ ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହିଦିନ ହାମନ୍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।