Esther 6:1 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ ରାଜା ଶୋଇ ପାରିଲେ ନାହିଁ। ଏଣୁ ସେ କଚରେୀ ବୃତ୍ତାନ୍ତ ପୁସ୍ତକ ଆଣିବାକୁ ଆଜ୍ଞା କଲେ, ଏବଂ ତାହା ରାଜାଙ୍କ ସମ୍ମୁଖ ରେ ପାଠ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ରାତ୍ରିରେ ରାଜା ଶୋଇ ପାରିଲା ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲା; ପୁଣି, ତାହା ରାଜା ସାକ୍ଷାତରେ ପାଠ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମର୍ଦ୍ଦଖୟକୁ ସମ୍ମାନ କରାଗଲା ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ। ଏଣୁ ସେ କଚେରୀ ବୃତ୍ତାନ୍ତ ପୁସ୍ତକ ଆଣିବାକୁ ଆଜ୍ଞା କଲେ, ଏବଂ ତାହା ରାଜାଙ୍କ ସମ୍ମୁଖରେ ପାଠ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।