Esther 6:10 — Compare Translations

5 translations compared side by side

Odia - 1840
"ଏଥି ରେ ରାଜା ହାମନକୁ କହିଲା, ତୁମ୍ଭେ ଏହା ଶ୍ରୀଘ୍ର କର, ଯେପରି କହିଲ। ସପରେି ବସନ ଓ ସହେି ଅଶ୍ବ ଘନେି ରାଜଦ୍ବାର ରେ ଉପବିଷ୍ଟ ୟିହୁଦୀଯ ମର୍ଦ୍ଦଖଯ ପ୍ରତି କର। ସେଥିରୁ କିଛି କଥା ଦିଅ ନାହିଁ, ଯାହା ତୁମ୍ଭେ କହିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ହାମନ୍କୁ କହିଲା, ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ଵ ଘେନି ରାଜଦ୍ଵାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ହାମ‌ନ୍‌କୁ କହିଲା, “ତୁମ୍ଭେ ଏହା ଶୀଘ୍ର କର,” ଯେପରି କହିଲ। “ସେପରି ବସନ ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର, ସେଥିରୁ କିଛି ଊଣା କର ନାହିଁ, ଯାହା ତୁମ୍ଭେ କହିଲ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ହାମନ୍‍କୁ କହିଲେ, “ତୁମ୍ଭେ ଏହା ଶୀଘ୍ର କର; ଯେପରି କହିଲ, ସେପରି ସେହି ବସ୍ତ୍ର ଓ ସେହି ଅଶ୍ୱ ଘେନି ରାଜଦ୍ୱାରରେ ଉପବିଷ୍ଟ ଯିହୁଦୀୟ ମର୍ଦ୍ଦଖୟ ପ୍ରତି କର; ତୁମ୍ଭେ ଯେସକଳ କଥା କହିଅଛ, ତହିଁରୁ କିଛି ହିଁ ଊଣା କର ନାହିଁ।