Esther 6:11 — Compare Translations

5 translations compared side by side

Odia - 1840
"ତେଣୁ ହାମନ୍ ସହେି ବସନ ଓ ଅଶ୍ବନଇେ ମର୍ଦ୍ଦଖଯକୁ ବସ୍ତ୍ରାନିତ୍ବା କଲା ଓ ଅଶ୍ବାରୋହଣ କରାଇ ନଗର ଦାଣ୍ତ ରେ ବୁଲାଇଲା। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାପ୍ରତି ଏହିପରି କରାୟାଏ। ଏହିକଥା ତାହାର ଆଗେ ଆଗେ ଘାଷେଣା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ହାମନ୍ ସେହି ବସ୍ତ୍ର ଓ ଅଶ୍ଵ ନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ଵିତ କଲା ଓ ଅଶ୍ଵାରୋହଣ କରାଇ ନଗରର ଦାଣ୍ତରେ ବୁଲାଇଲା, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହାମନ୍ ସେହି ବସନ ଓ ଅଶ୍ୱନେଇ ମର୍ଦ୍ଦଖୟକୁ ବସ୍ତ୍ରାନ୍ୱିତ କଲା ଓ ଅଶ୍ୱାରୋହଣ କରାଇ ନଗର ଦାଣ୍ଡରେ ବୁଲାଇଲା। “ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।” ଏହିକଥା ତାହାର ଆଗେ ଆଗେ ଘୋଷଣା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି “ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ;” ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ହାମନ୍‍ ସେହି ବସ୍ତ୍ର ଓ ଅଶ୍ୱ ନେଇ ମର୍ଦ୍ଦଖୟଙ୍କୁ ବସ୍ତ୍ରାନ୍ୱିତ କଲେ ଓ ଅଶ୍ୱାରୋହଣ କରାଇ ନଗରର ଦାଣ୍ଡରେ ବୁଲାଇଲେ, ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ; ଏହି କଥା ତାହାର ଆଗେ ଆଗେ ଘୋଷଣା କଲେ।