Esther 6:12 — Compare Translations
5 translations compared side by side
Odia - 1840
"ଏହାପରେ ମର୍ଦ୍ଦଖଯ ପୁନର୍ବାର ରାଜଦ୍ବାରକୁ ଆସିଲା। ମାତ୍ର ମହାନ୍ ଶାେକକୁଳ ହାଇେ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ଵାରକୁ ଆସିଲା, ମାତ୍ର ହାମନ୍ ଶୋକାନ୍ଵିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲା। ମାତ୍ର ହାମନ୍ ଶୋକାକୁଳ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।