Esther 6:13 — Compare Translations
5 translations compared side by side
Odia - 1840
"ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ୟ୍ଯା ସରେଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସରେଶ ତାହାକୁ କହିଲେ, ଯାହା ସାକ୍ଷାତ ରେ ତୁମ୍ଭର ଏହି ପତନର ଆରମ୍ଭ ହାଇେଅଛି, ସେ ମର୍ଦ୍ଦଖଯ ଯବେେ ୟିହୁଦୀ ବଂଶୀଯ ଲୋକ ହୁଏ, ତବେେ ତୁମ୍ଭେ ତାହାକୁ ଜଯକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତ ରେ ନିଶ୍ଚିତ ପତିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା; ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ଭାର୍ଯ୍ୟା ସେରଶ୍ ତାହାକୁ କହିଲେ, ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତା; ପତିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ନିଜର ଭାର୍ଯ୍ୟା ସେରଶକୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲା। ତହିଁରେ ତାହାର ଜ୍ଞାନୀ ଲୋକମାନେ ଓ ତାହାର ସ୍ତ୍ରୀ ସେରଶ ତାହାକୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାକୁ ଜୟକରି ପାରିବ ନାହିଁ। ମାତ୍ର ତାହାର ସାକ୍ଷାତରେ ନିଶ୍ଚିତ ପତିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାମନ୍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”
Odia IRV 2017 (ଓଡିଆ ବାଇବେଲ)