Esther 6:14 — Compare Translations

5 translations compared side by side

Odia - 1840
"ସମାନେେ ତାହା ସହିତ ଏହିପରି କଥାବାର୍ତ୍ତା କରୁ କରୁ ରାଜ-ନଫୁସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜିକୁ ହାମନକୁ ନବୋ ପାଇଁ ଚଞ୍ଚଳ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜକୁ ହାମନ୍କୁ ନେବା ପାଇଁ ଚଞ୍ଚଳ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହା ସହିତ ଏହିପରି କଥାବାର୍ତ୍ତା କରୁ କରୁ ରାଜ-ନପୁଂସକମାନେ ଆସି ଏଷ୍ଟରର ପ୍ରସ୍ତୁତ ଭୋଜିକୁ ହାମ‌ନ୍‌କୁ ନେବା ପାଇଁ ଚଞ୍ଚଳ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍‍କୁ ନେବା ପାଇଁ ଚଞ୍ଚଳ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍‍କୁ ନେବା ପାଇଁ ଚଞ୍ଚଳ ହେଲେ।