Esther 6:2 — Compare Translations

5 translations compared side by side

Odia - 1840
"ତହିଁରେ ଏହି ଲିଖିତ କଥା ଦଖାଗେଲା, ରାଜାଙ୍କର ନଫୁସକ ବିଗ୍ଥନ୍ ଓ ତରେଶ ନାମ ରେ ଦୁଇଜଣ ଦ୍ବାରପାଳ ଅକ୍ଷଶ୍ବରେଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖଯ ତହିଁର ସମ୍ବାଦ ଦଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାର ନପୁଂସକ ବିଗ୍ଥନ୍ ଓ ତେରଶ୍ ନାମକ ଦୁଇ ଜଣ ଦ୍ଵାରପାଳ ଅକ୍ଷଶ୍ଵେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ଵାଦ ଦେଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କର ନପୁଂସକ ବି‌ଗ୍‌ଥନ୍ ଓ ତେରଶ୍ ନାମରେ ଦୁଇଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏହି ଲିଖିତ କଥା ଦେଖାଗଲା, ରାଜାଙ୍କ ନପୁଂସକ ବିଗ୍‍ଥନ୍‍ ଓ ତେରଶ୍‍ ନାମକ ଦୁଇ ଜଣ ଦ୍ୱାରପାଳ ଅକ୍ଷଶ୍ୱେରଶ ରାଜାଙ୍କୁ ବଧ କରିବାକୁ ଚେଷ୍ଟା କରିଥିବାରୁ ମର୍ଦ୍ଦଖୟ ତହିଁର ସମ୍ବାଦ ଦେଇଥିଲେ।