Esther 6:3 — Compare Translations

5 translations compared side by side

Odia - 1840
"ଏଣୁ ରାଜା ପଚାରିଲେ, ଏଥିପାଇଁ ମର୍ଦ୍ଦଖଯକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ୟାଇଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ରାଜା ପଚାରିଲେ, ଏଥିପାଇଁ ମର୍ଦ୍ଦଖୟକୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି? ରାଜାର ସେବାକାରୀ ଦାସମାନେ କହିଲେ, ତାହା ପାଇଁ କିଛି କରାଯାଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ରାଜା ପଗ୍ଭରିଲେ, “ଏଥିପାଇଁ ମର୍ଦ୍ଦଖୟକୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆ ଯାଇଅଛି?” ରାଜାଙ୍କର ସେବାକାରୀ ଦାସମାନେ କହିଲେ, “ତାହା ପାଇଁ କିଛି କରାଯାଇ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କି ପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ରାଜା ପଚାରିଲେ, “ଏଥିପାଇଁ ମର୍ଦ୍ଦଖୟଙ୍କୁ କିପ୍ରକାର ସମ୍ମାନ ଓ ଉଚ୍ଚପଦ ଦିଆଯାଇଅଛି?” ରାଜାଙ୍କ ସେବାକାରୀ ଦାସମାନେ କହିଲେ, “ତାହାଙ୍କ ପାଇଁ କିଛି କରାଯାଇ ନାହିଁ।”