Esther 6:4 — Compare Translations
5 translations compared side by side
Odia - 1840
"ତେଣୁ ରାଜା ପଚାରିଲେ, ପ୍ରାଙ୍ଗଣ ରେ କିଏ ଅଛି? ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠ ରେ ମର୍ଦ୍ଦଖଯକୁ ଫାଶି ଦବୋ ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ବାର ପ୍ରାଙ୍ଗଣକୁ ଆସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ପଚାରିଲା, ପ୍ରାଙ୍ଗଣରେ କିଏ କିଛି? ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟକୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ପଗ୍ଭରିଲେ, “ପ୍ରାଙ୍ଗଣରେ କିଏ ଅଛି?” ଏହି ସମୟରେ ହାମନ୍ ନିଜର ପ୍ରସ୍ତୁତ ଫାଶି କାଠରେ ମର୍ଦ୍ଦଖୟକୁ ଫାଶି ଦେବା ପାଇଁ ରାଜାଙ୍କୁ କହିବା ନିମନ୍ତେ ରାଜଗୃହର ଦ୍ୱାର ପ୍ରାଙ୍ଗଣକୁ ଆସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି?” ଏହି ସମୟରେ ହାମନ୍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।