Esther 6:5 — Compare Translations
5 translations compared side by side
Odia - 1840
"ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ହାମନ୍ ପ୍ରାଙ୍ଗଣ ରେ ଛିଡା ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ରାଜାର ଦାସମାନେ ତାହାକୁ କହିଲେ, ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି । ତେବେ ରାଜା କହିଲା, ସେ ଭିତରକୁ ଆସୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଛିଡ଼ା ହୋଇଅଛି।” ତେଣୁ ରାଜା କହିଲେ, “ସେ ଭିତରକୁ ଆସୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”
Odia IRV 2017 (ଓଡିଆ ବାଇବେଲ)
ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ,” ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”