Esther 6:8 — Compare Translations

5 translations compared side by side

Odia - 1840
"ତାହା ପାଇଁ ମହାରାଜାଙ୍କ ପରିଧଯେ ରାଜକୀଯ ବସନ ଏବଂ ଅଶ୍ବ ଯେଉଁଥି ରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପାଇଁ ମହାରାଜଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ଵ ଅଣାଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସନ ଏବଂ ଅଶ୍ୱ ଯେଉଁଥିରେ ରାଜା ଆରୋହଣ କରନ୍ତି ତାହା ଅଣାଯାଉ ଏବଂ ତାଙ୍କର ମସ୍ତକରେ ରାଜମୁକୁଟ ପିନ୍ଧା ଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।
Odia IRV 2017 (ଓଡିଆ ବାଇବେଲ)
ତାହା ପାଇଁ ମହାରାଜାଙ୍କ ପରିଧେୟ ରାଜକୀୟ ବସ୍ତ୍ର ଓ ମହାରାଜାଙ୍କ ଆରୋହଣର ରାଜମୁକୁଟଭୂଷିତ ଅଶ୍ୱ ଅଣାଯାଉ।