Esther 6:9 — Compare Translations
5 translations compared side by side
Odia - 1840
"ଆଉ ସହେି ବସନ ଓ ଅଶ୍ବ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତ ରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସମାନେେ ସହେି ରାଜ ବସନ ପିନ୍ଧାନ୍ତୁ ଓ ସହେି ଅଶ୍ବ ରେ ଆରୋହଣ କରାଇ ନଗର ଦାଣ୍ତ ରେ ତାହାର ଆଗେ ଆଗେ ଏହା ଘାଷେଣା କରାନ୍ତୁ। 'ମହାରାଜ ଯାହାର ସମ୍ମାନ ରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାୟାଏ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ବସ୍ତ୍ର ଓ ଅଶ୍ଵ ମହାରାଜଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ଵରେ ଆରୋହଣ କରାଇ ନଗର ଦାଣ୍ତରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ବସନ ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ। ପୁଣି ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାକୁ ସେମାନେ ସେହି ରାଜ ବସନ ପିନ୍ଧାନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରାନ୍ତୁ। ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏହିପରି କରାଯାଏ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ‘ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।’”
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ବସ୍ତ୍ର ଓ ଅଶ୍ୱ ମହାରାଜାଙ୍କର ଏକ ପ୍ରଧାନ ଅଧିପତିର ହସ୍ତରେ ଦିଆଯାଉ; ପୁଣି, ମହାରାଜ ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହାଙ୍କୁ ସେମାନେ ସେହି ରାଜବସ୍ତ୍ର ପିନ୍ଧାଉନ୍ତୁ ଓ ସେହି ଅଶ୍ୱରେ ଆରୋହଣ କରାଇ ନଗର ଦାଣ୍ଡରେ ତାହାର ଆଗେ ଆଗେ ଏହା ଘୋଷଣା କରନ୍ତୁ, ମହାରାଜ ଯାହାର ସମ୍ମାନରେ ତୁଷ୍ଟ ହୁଅନ୍ତି, ତାହା ପ୍ରତି ଏରୂପ କରାଯାଏ।”