Esther 7:1 — Compare Translations

5 translations compared side by side

Odia - 1840
"ତେଣୁ ଏଷ୍ଟର ରାଜା ଓ ହାମନ ରାଣୀ ସହିତ ଦ୍ରାକ୍ଷାରସ ପାନ କରିବାକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଭୋଜନ କରିବାକୁ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାମ‌ନଙ୍କୁ ଫାଶି ଦିଆଗଲା ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।