Esther 7:10 — Compare Translations
5 translations compared side by side
Odia - 1840
"ଏଥି ରେ ହାମନ୍, ମର୍ଦ୍ଦଖଯ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସମାନେେ ହାମନଙ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କୋରଧ ଶାନ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାର କ୍ରୋଧ ଶା; ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ହାମନ୍, ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶିକାଠ ପ୍ରସ୍ତୁତ କରିଥିଲା, ତହିଁ ଉପରେ ସେମାନେ ହାମନ୍କୁ ଫାଶି ଦେଲେ। ତହିଁରେ ରାଜାଙ୍କର କ୍ରୋଧ ଶାନ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।