Esther 7:3 — Compare Translations

5 translations compared side by side

Odia - 1840
"ଏହାପରେ ରାଣୀ ଏଷ୍ଟର କହିଲେ, ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୁଷ୍ଟି ରେ ଅନୁଗ୍ରହ ପାଇଅଛି, ଆଉ ଯବେେ ମହାରାଜ ସନ୍ତୁଷ୍ଟ ହାଇେଛନ୍ତି, ତବେେ ମାହେର ନିବଦନେ ଅନୁସାରେ ମାେ ପ୍ରାଣ ଓ ମାରେ ପ୍ରାର୍ଥନାନୁସା ରେ ମାେ ଲୋକମାନଙ୍କୁ ମାେତେ ଦିଆଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲା, ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆ ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଣୀ ଏଷ୍ଟର କହିଲେ, “ହେ ମହାରାଜ, ମୁଁ ଯଦି ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ ଯେବେ ମହାରାଜ ସନ୍ତୁଷ୍ଟ ହୋଇଛନ୍ତି, ତେବେ ମୋହର ନିବେଦନ ଅନୁସାରେ ମୋ’ ପ୍ରାଣ ଓ ମୋର ପ୍ରାର୍ଥନାନୁସାରେ ମୋ’ ଲୋକମାନଙ୍କୁ ମୋତେ ଦିଆଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋʼ ପ୍ରାଣ ଓ ମୋʼ ପ୍ରାର୍ଥନାନୁସାରେ ମୋʼ ଲୋକମାନେ ମୋତେ ଦିଆଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ଏଷ୍ଟର ରାଣୀ ଉତ୍ତର ଦେଇ କହିଲେ, “ହେ ମହାରାଜ୍, ମୁଁ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଆଉ, ଯେବେ ମହାରାଜ୍ ସନ୍ତୁଷ୍ଟ ହୁଅନ୍ତି, ତେବେ ମୋହର ନିବେଦନାନୁସାରେ ମୋ’ ପ୍ରାଣ ଓ ମୋ’ ପ୍ରାର୍ଥନାନୁସାରେ ମୋ’ ଲୋକମାନେ ମୋତେ ଦିଆଯାଉନ୍ତୁ।