Esther 7:4 — Compare Translations

5 translations compared side by side

Odia - 1840
"କାରଣ ମୁଁ ଓ ମାହେର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହବୋ ନିମନ୍ତେ ବୀକ୍ରି ହାଇେଅଛୁ। ଯଦି ଆମ୍ଭେ ମାତ୍ର କ୍ରିତଦାସ ରୂପେ ବିକ୍ରୀ ହାଇେଥାଆନ୍ତୁ ମୁଁ ନୀରବ ହାଇେ ରହିଥାନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହାଇନେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ । ଯେବେ ଆମ୍ଭେମାନେ କେବଳ ଦାସ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମୁଁ ଓ ମୋହର ଲୋକମାନେ ସଂହାରିତ, ହତ ଓ ବିନଷ୍ଟ ହେବା ନିମନ୍ତେ ବୀକ୍ରି ହୋଇଅଛୁ। ଯଦି ଆମ୍ଭେ ମାତ୍ର କ୍ରୀତଦାସ ରୂପେ ବିକ୍ରୀ ହୋଇଥାଆନ୍ତୁ ମୁଁ ନୀରବ ହୋଇ ରହିଥା’ନ୍ତି। ଯଦି ଏହା ରାଜାଙ୍କୁ ବିବ୍ରତ କଲାପରି ଆମ୍ଭର ଅସୁବିଧା ହୋଇ ନ ଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରୀତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରୀତ ହୋଇଥାʼନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”