Esther 7:5 — Compare Translations

5 translations compared side by side

Odia - 1840
"ଏଥି ରେ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକି କହିଲା, ଯେ ଏପର୍ୟ୍ଯନ୍ତ କର୍ମ କରିବାକୁ ମନ ରେ ସାହାସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠା ରେ ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି କହିଲା, ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”