Esther 7:6 — Compare Translations
5 translations compared side by side
Odia - 1840
"ଏଷ୍ଟର କହିଲା, ଏହି ଦୁଷ୍ଟ ହାମନ ଜଣେ ବିପକ୍ଷ ଓ ଶତୃ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷ୍ଟର କହିଲା, ଏହି ଦୁଷ୍ଟ ହାମନ୍ ଏକ ଜଣ ବିପକ୍ଷ ଓ ଶତ୍ରୁ; ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର କହିଲା, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ।” ତହିଁରେ ରାଜା ଓ ରାଣୀ ସାକ୍ଷାତରେ ହାମନ୍ ଭୀତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍ ଭୀତ ହେଲେ।