Esther 7:9 — Compare Translations

5 translations compared side by side

Odia - 1840
"ଏହାପରେ ରାଜାର ସାକ୍ଷାତ ରେ ଉପସ୍ଥିତ ହର୍ବୋଣା ନାମକ ଏକ ନଫୁସକ ରାଜାକୁ କହିଲା, ଦେଖନ୍ତୁ, ମହାରାଜାଙ୍କ ପକ୍ଷ ରେ ହିତଜନକ ସମ୍ବାଦଦାଯୀ ମର୍ଦ୍ଦୀଖଯ ନିମନ୍ତେ ହାମନ୍ ପଗ୍ଭଶ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମନ୍ର ଗୃହ ରେ ସ୍ଥାପିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, ଦେଖନ୍ତୁ, ମହାରାଜଙ୍କ ପକ୍ଷରେ ହିତଜନକ ସମ୍ଵାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନର ଗୃହରେ ସ୍ଥାପିତ ହୋଇଅଛି, ରାଜା କହିଲା, ତହିଁ ଉପରେ ଏହାକୁ ଫାଶୀ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜାର ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲା, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଗ୍ଭଶ୍ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମା‌ନ୍‌ର ଗୃହରେ ସ୍ଥାପିତ ହୋଇଅଛି।” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶି ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ,” ତହିଁ ଉପରେ ଏହାକୁ ଫାଶୀ ଦିଅ।”