Esther 8:1 — Compare Translations
5 translations compared side by side
Odia - 1840
"ସହେିଦିନ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକୁ ୟିହୁଦୀଯ ଲୋକମାନଙ୍କର ଶତୃ ହାମନର ଗୃହ ଆଦି ଦଲୋ। ଆଉ ମର୍ଦ୍ଦଖଯ ରାଜାଙ୍କ ସାକ୍ଷାତ ରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖଯ ସହିତ କି ସମ୍ପର୍କ ତାହା ଜଣାଇ ଦଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜା ଆଦେଶ ଦେଲେ ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହ ଆଦି ଦେଲା। ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲା କାରଣ ମର୍ଦ୍ଦଖୟ ସହିତ କି ସମ୍ପର୍କ ତାହା ଜଣାଇ ଦେଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।