Esther 8:10 — Compare Translations
5 translations compared side by side
Odia - 1840
"ସେ ରାଜା ଅକ୍ଷଶ୍ବରେଶ ନାମ ରେ ଲେଖି ଓ ରାଜାଙ୍କ ଅଙ୍ଗୁରୀଯ ରେ ମାହେରାଙ୍କିତ କରି ଅଶ୍ବାଶାଳା-ଜାତ ରାଜକୀଯ ଅଶ୍ବବାହାରୂଢ ଦ୍ରୁତଗାମୀ ଦୂତଗଣ ହସ୍ତ ରେ ପତ୍ର ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ରାଜା ଅକ୍ଷଶ୍ଵେରଶ ନାମରେ ଲେଖି ଓ ରାଜାର ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ଵଶାଳା-ଜାତ ରାଜକୀୟ ଅଶ୍ଵବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଜା ଅକ୍ଷଶ୍ୱେରଶ ନାମରେ ଲେଖି ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କରି ଅଶ୍ୱଶାଳା-ଜାତ ରାଜକୀୟ ଅଶ୍ୱବାହନାରୂଢ଼ ଦ୍ରୁତଗାମୀ ଦୂତଗଣ ହସ୍ତରେ ପତ୍ର ପଠାଇଲା।