Esther 8:11 — Compare Translations

5 translations compared side by side

Odia - 1840
"ରାଜାଙ୍କର ଚିଠି ରେ ଲିଖିତ ବିଷଯ ବସ୍ତୁ ଏହି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦ୍ଦ୍ଵାରା ଅକ୍ଷଶ୍ଵେରଶ ରାଜାର ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍, ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ
Odia Bible ERV 2004 (ପବିତ୍ର ବାଇବଲ)
ରାଜାଙ୍କର ଚିଠିରେ ଲିଖିତ ବିଷୟ ବସ୍ତୁ ଏହି: ପ୍ରତ୍ୟେକ ନଗରରେ ଯିହୁଦୀୟମାନେ ସେମାନଙ୍କର ନିରାପଦ ପାଇଁ ଏକତ୍ରିତ ହେବେ। ସେମାନେ ଧ୍ୱଂସ କରି ପାରିବେ, ତଳିତଳାନ୍ତ କରି ପାରିବେ, ହତ୍ୟା କରି ପାରିବେ, ଯେଉଁମାନେ ସେମାନଙ୍କର ସ୍ତ୍ରୀ ଓ ପିଲାଙ୍କ ପ୍ରତି ଆକ୍ରମଣ କରିବେ, ସେମାନେ ଯେଉଁ ଗୋଷ୍ଠୀୟ ହୋଇଥା’ନ୍ତୁ ନା କାହିଁକି। ଏବଂ ଯିହୁଦୀୟମାନଙ୍କର ଅଧିକାର ଅଛି ସେମାନେ ସେମାନଙ୍କର ଶତ୍ରୁମାନଙ୍କର ସମସ୍ତ ଧନସମ୍ପତ୍ତି ନଷ୍ଟ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ
Odia IRV 2017 (ଓଡିଆ ବାଇବେଲ)
ତଦ୍ଦ୍ୱାରା ଅକ୍ଷଶ୍ୱେରଶ ରାଜାଙ୍କ ସବୁ ପ୍ରଦେଶରେ ଏକ ଦିନରେ, ଅର୍ଥାତ୍‍, ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ