Esther 8:12 — Compare Translations

5 translations compared side by side

Odia - 1840
"ସଦେିନ ଥିଲା ଅକ୍ଷଶ୍ବରେଶ ରାଜାଙ୍କର ତ୍ରଯୋଦଶ ଦିନ ଦ୍ବାଦଶ ମାସର ଅଦାର ମାସ ରେ। ୟିହୁଦୀଯମାନଙ୍କୁ ସବୁ ପ୍ରଦେଶ ରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ଥିଲା ଅକ୍ଷଶ୍ୱେରଶ ରାଜାଙ୍କର ତ୍ରୟୋଦଶ ଦିନ ଦ୍ୱାଦଶ ମାସର ଅଦାର ମାସରେ। ଯିହୁଦୀୟମାନଙ୍କୁ ସବୁ ପ୍ରଦେଶରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।
Odia IRV 2017 (ଓଡିଆ ବାଇବେଲ)