Esther 8:13 — Compare Translations

5 translations compared side by side

Odia - 1840
"ସହେି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡକୁ ପଠା ୟାଇଥିଲା। ଏହା ଏକ ବ୍ଯବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶ ରେ ନିଯମ ରେ ପରିଣତ କରାଗଲା। ସହେି ରାଜ୍ଯ ରେ ବାସ କରୁଥିବା ସବୁଜାତୀଯ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ୟିହୁଦୀଯମାନେ ସହେି ଦିନପାଇଁ ପ୍ରସ୍ତୁତ ହାଇେଥିଲେ। ୟିହୁଦୀଯମାନଙ୍କୁ ସୁଯୋଗ ଦିଆ ୟାଇଥିଲା ସମାନଙ୍କେର ଶତୃମାନଙ୍କଠାରୁ ପ୍ରତି ଶାଧେ ନବୋପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।