Esther 8:14 — Compare Translations
5 translations compared side by side
Odia - 1840
"ତହିଁରେ ଦ୍ରୁତଗାମୀ ରାଜକୀଯ ଅଶ୍ବାରୁଢ ଦୂତମାନେ ରାଜାଙ୍କ ଆଜ୍ଞା ରେ ଶିଘ୍ର ଗ୍ଭଲିଗଲେ, ଏବଂ ଏହା ଶ୍ବଶନ ରାଜଧାନୀ ରେ ସହେି ଆଜ୍ଞା ପ୍ରକାଶିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ଵାରୂଢ଼ ଦୂତମାନେ ରାଜାଜ୍ଞାରେ ତ୍ଵରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୁଢ଼ ଦୂତମାନେ ରାଜାଙ୍କ ଆଜ୍ଞାରେ ଶୀଘ୍ର ଗ୍ଭଲିଗଲେ, ଏବଂ ଏହା ଶୂଶନ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।