Esther 8:15 — Compare Translations
5 translations compared side by side
Odia - 1840
"ଏହାପରେ ମର୍ଦ୍ଦଖଯ ନୀଳ ଓ ଶୁକ୍ଲବର୍ଣ୍ଣ ରାଜକୀଯ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମଯ ବୃହତ ମୁକୁଟ ଦଇେ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢଣୀ ଓ ବାଇଗଣୀ ରଂଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦ ରେ ପରିପୂର୍ଣ୍ଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ଵିତ ହୋଇ ରାଜା ଛାମୁରୁ ବାହାରକୁ ଗଲା; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ ସରୁ ଓ ଏକ ସୁକ୍ଷ୍ମ ନାଇଲନ୍ ଓଢ଼ଣୀ ଓ ବାଇଗଣୀ ରଙ୍ଗର ବସ୍ତ୍ର ପିନ୍ଧି ରାଜାଙ୍କ ଛାମୁରୁ ବାହାରି ଗଲା ତହିଁରେ ଶୂଶନ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।