Esther 8:16 — Compare Translations

5 translations compared side by side

Odia - 1840
"ଆଉ ୟିହୁଦୀଯମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦଯ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯିହୁଦୀୟମାନଙ୍କର ଦୀପ୍ତି, ଆନନ୍ଦ, ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦୀୟମାନଙ୍କର ଦୀପ୍ତି ଓ ଆନନ୍ଦ ଓ ହର୍ଷ ଓ ସମ୍ଭ୍ରମର ଉଦୟ ହେଲା।