Esther 8:17 — Compare Translations

5 translations compared side by side

Odia - 1840
"ଏବଂ ପ୍ରତି ପ୍ରଦେଶ ରେ ଓ ପ୍ରତି ନଗର ରେ, ଯେ କୌଣସି ସ୍ଥାନ ରେ ରାଜାଜ୍ଞା ଓ ନିଯମ ପତ୍ର ଉପସ୍ଥିତ ହେଲା, ସହେି ସ୍ଥାନ ରେ ୟିହୁଦୀଯମାନଙ୍କର ଆନନ୍ଦ ଓ ଆମାଦେ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନକେ ଲୋକ ୟିହୁଦୀଯ ମତାଲମ୍ବୀ ହେଲେ, ଯେ ହତେୁ ସମାନେେ ୟିହୁଦୀଯମାନଙ୍କ ସକାେଶ ଭୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ ଓ ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ଵୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେଭ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ, ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମ ପତ୍ର ଉପସ୍ଥିତ ହେଲା, ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ ଓ ଆମୋଦ, ଭୋଜି ଓ ମଙ୍ଗଳର ଦିନ ହେଲା। ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାଲମ୍ବୀ ହେଲେ, ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତି ପ୍ରଦେଶରେ ଓ ପ୍ରତି ନଗରରେ ଯେକୌଣସି ସ୍ଥାନରେ ରାଜାଜ୍ଞା ଓ ନିୟମପତ୍ର ଉପସ୍ଥିତ ହେଲା, ସେହି ସେହି ସ୍ଥାନରେ ଯିହୁଦୀୟମାନଙ୍କର ଆନନ୍ଦ, ଆମୋଦ, ଭୋଜ ଓ ମଙ୍ଗଳର ଦିନ ହେଲା, ପୁଣି ଦେଶର ଅନେକ ଲୋକ ଯିହୁଦୀୟ ମତାବଲମ୍ବୀ ହେଲେ; ଯେହେତୁ ସେମାନେ ଯିହୁଦୀୟମାନଙ୍କ ସକାଶେ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)