Esther 8:2 — Compare Translations
5 translations compared side by side
Odia - 1840
"ଏଥି ରେ ରାଜା ହାମନଠାରୁ ଯେଉଁ ଅଙ୍ଗୁରୀଯ ନଇେଥିଲା, ତାହା କାଢି ମର୍ଦ୍ଦଖଯକୁ ଦଲୋ। ଏବଂ ଏଷ୍ଟର ହାମନର ଗୃହ ଉପରେ ମର୍ଦ୍ଦଖଯକୁ ନିୟୁକ୍ତି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲା, ତାହା କାଢ଼ି ମର୍ଦ୍ଦଖୟକୁ ଦେଲା ଏବଂ ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟକୁ ନିଯୁକ୍ତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ହାମନ୍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।