Esther 8:3 — Compare Translations
5 translations compared side by side
Odia - 1840
"ଏଷ୍ଟର ରାଜା ନିକଟରେ ପୁନର୍ବାର ନିବଦନେ କଲା, ପୁଣି ୟିହୁଦୀଯମାନଙ୍କ ପ୍ରତିକୂଳ ରେ ଅଗାଗୀଯ ହାମନର କୃତ ଅମଙ୍ଗଳ ଓ ତାର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣ ରେ ପଡି ରୋଦନ କରି ପ୍ରାର୍ଥନା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର ରାଜା ନିକଟରେ ପୁନର୍ବାର ନିବେଦନ କଲା, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାର କଳ୍ପିତ କଳ୍ପନା ନିବାରାଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଷ୍ଟର ରାଜାଙ୍କ ନିକଟରେ ପୁନର୍ବାର ନିବେଦନ କଲେ, ପୁଣି ଯିହୁଦୀୟମାନଙ୍କ ପ୍ରତିକୂଳରେ ଅଗାଗୀୟ ହାମନ୍ର କୃତ ଅମଙ୍ଗଳ ଓ ତାହାର କଳ୍ପିତ କଳ୍ପନା ନିବାରଣାର୍ଥେ ତାହାର ଚରଣରେ ପଡ଼ି ରୋଦନ କରି ପ୍ରାର୍ଥନା କଲେ।